لارا ماج - نظام أخبار ومجلات لارافيل متعدد اللغات

Header
collapse
...
الرئيسية / Odisha / ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

أغسطس 07, 2026   52 مشاهدة
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ବଲାଙ୍ଗୀର : ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏ ଅମୃତ ବେଳା ଥିବାରୁ ଏହି ସମୟ ମଧ୍ୟରେ ସମସ୍ତ ଦେବାଦେବୀଙ୍କ ଠାରେ ନୂଆଁ ଅର୍ପଣ କରାଯିବ ବୋଲି ରାଜପୁରୋହିତ ସନ୍ତୋଷ କୁମାର ଦାଶ ସୂଚନା ଦେଇଛନ୍ତି। ଲଗ୍ନ ଧାର୍ଯ୍ୟ ହେବା ପରଠାରୁ ସମଗ୍ର ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ଉତ୍ସାହ ଆରମ୍ଭ ହୋଇଯାଇଛି।


شارك:

اترك تعليقاً

لن يتم نشر عنوان بريدك الإلكتروني. الحقول المطلوبة مشار إليها بـ *

سيتم تحسين تجربتك على هذا الموقع من خلال السماح بملفات تعريف الارتباط سياسة ملفات تعريف الارتباط