LaraMag - Hệ thống Tin tức / Tạp chí Laravel Đa ngôn ngữ

Header
collapse
...
Trang chủ / Odisha / ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ବିଧାୟକ , ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ସରୋଜ

ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ବିଧାୟକ , ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ସରୋଜ

Th10 21, 2026  Suprabhat Odisha  16 lượt xem
ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ପୂର୍ବତନ ବିଧାୟକ , ମା’ ଦୁର୍ଗାଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ସରୋଜ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଆୟୋଜିତ ଦୁର୍ଗାପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି ପୂର୍ବତନ ବିଧାୟକ ତଥା ବିଜେଡିର ବଲାଙ୍ଗୀର ଜିଲ୍ଲା ସଭାପତି ସରୋଜ କୁମାର ମେହେର। ମଙ୍ଗଳବାର ରାତିରେ ସେ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ ଦୁର୍ଗାଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଗ୍ରହଣ କରିଥିଲେ। ଏହି ଅବସରରେ ସେ ପୂଜା ମଣ୍ଡପରେ ଉପସ୍ଥିତ ଶ୍ରଦ୍ଧାଳୁ, ପୂଜା କମିଟିର ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହ ସାକ୍ଷାତ କରିବା ସହ ଆଲୋଚନା କରିଥିଲେ। ଦୁର୍ଗାପୂଜାକୁ ନେଇ ବିଭିନ୍ନ ମଣ୍ଡପରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିବା ବେଳେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଓ ଉତ୍ସାହ ଦେଖିବାକୁ ମିଳିଥିଲା।


Chia sẻ:

Để lại bình luận

Địa chỉ email của bạn sẽ không được công khai. Các trường bắt buộc được đánh dấu *

Trải nghiệm của bạn trên trang web này sẽ được cải thiện bằng cách cho phép cookie Chính sách Cookie